ପ୍ରେରିତ 20:14 - ପବିତ୍ର ବାଇବଲ (CL) NT (BSI)14 ସେ ଯେତେବେଳେ ଆମକୁ ଆସୋସ୍ରେ ଭେଟିଲେ, ଆମେ ତାଙ୍କୁ ଜାହାଜରେ ଉଠାଇ ମିତିଲିନୀକୁ ଗଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାଙ୍କୁ ଜାହାଜରେ ଘେନି ମିତୁଲୀନୀକୁ ଆସିଲୁ, Viz kapitolaଓଡିଆ ବାଇବେଲ14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀକୁ ଆସିଲୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ, Viz kapitolaପବିତ୍ର ବାଇବଲ14 ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ। Viz kapitola |