ପ୍ରେରିତ 20:18 - ପବିତ୍ର ବାଇବଲ (CL) NT (BSI)18 ସେମାନେ ଆସି ଉପସ୍ଥିତ ହେବାରୁ ପାଉଲ କହିଲେ, “ଆସିଆ ପ୍ରଦେଶରେ ପହଞ୍ଚିବାର ପ୍ରଥମ ଦିନଠାରୁ ମୁଁ କିପରି ତୁମ୍ଭମାନଙ୍କ ସହିତ ଅଧିକାଂଶ ସମୟ ଅତିବାହିତ କରିଛି, ତାହା ତୁମ୍ଭେମାନେ ଜାଣ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ ତାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି, Viz kapitolaଓଡିଆ ବାଇବେଲ18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି, Viz kapitolaପବିତ୍ର ବାଇବଲ18 ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ। Viz kapitola |