ପ୍ରେରିତ 21:3 - ପବିତ୍ର ବାଇବଲ (CL) NT (BSI)3 ତା’ପରେ ସାଇପ୍ରସ୍ ଦେଖାଯାଉଥିବା ଗୋଟିଏ ସ୍ଥାନରେ ପହଞ୍ଚିଲୁ। ସେଠାରୁ ତାହାର ଦକ୍ଷିଣ ଦିଗ ଦେଇ ଆମେ ସିରିଆକୁ ଗଲୁ। ଆମ୍ଭେମାନେ ଟାୟର୍ରେ ଜାହାଜରୁ ଓହ୍ଲାଇଲୁ, କାରଣ ଏହି ଜାହାଜରୁ ମାଲ୍ପତ୍ର ଖଲାସ ହେବାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପରେ କୁପ୍ର ଦୃଷ୍ଟିଗୋଚର ହୁଅନ୍ତେ ତାହା ବାମ ପାଖରେ ଛାଡ଼ି ଆମ୍ଭେମାନେ ସୁରିଆକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା। Viz kapitolaଓଡିଆ ବାଇବେଲ3 ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା। Viz kapitolaପବିତ୍ର ବାଇବଲ3 ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା'ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। Viz kapitola |