ପ୍ରେରିତ 21:39 - ପବିତ୍ର ବାଇବଲ (CL) NT (BSI)39 ପାଉଲ ଉତ୍ତର ଦେଲେ, “ସିଲିଷୀଆର ତାର୍ଷିସରେ ଜନ୍ମ ଗ୍ରହଣ କରିଥିବା ମୁଁ ଜଣେ ଇହୁଦୀ, ଏକ ପ୍ରଧାନ ନଗରର ନାଗରିକ। ଏହି ଲୋକମାନଙ୍କୁ ବୁଝାଇ କହିବା ପାଇଁ ଦୟା କରି ମୋତେ ଅନୁମତି ଦିଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, ତାର୍ଷ ନଗରର ଲୋକ, କିଲିକିଆର ଗୋଟିଏ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି। Viz kapitolaଓଡିଆ ବାଇବେଲ39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି। Viz kapitolaପବିତ୍ର ବାଇବଲ39 ପାଉଲ କହିଲେ, “ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଗ୍ଭହୁଁଛି।” Viz kapitola |