ପ୍ରେରିତ 22:14 - ପବିତ୍ର ବାଇବଲ (CL) NT (BSI)14 ସେ କହିଲେ, ‘ଆମ ପୂର୍ବପୁରୁଷମାନଙ୍କର ପ୍ରଭୁ ତୁମକୁ ତାଙ୍କର ଅଭିମତ ଜାଣିବା ପାଇଁ, ତାଙ୍କର ଧାର୍ମିକ ସେବକଙ୍କୁ ଦେଖିବା ପାଇଁ ଓ ତାଙ୍କର କଥା ଶୁଣିବା ପାଇଁ ମନୋନୀତ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେ କହିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କ ଇଚ୍ଛା ଜାଣିବା ନିମନ୍ତେ ଓ ସେହି ଧାର୍ମିକ ବ୍ୟକ୍ତିଙ୍କି ଦେଖିବା ନିମନ୍ତେ, ପୁଣି ତାହାଙ୍କ ମୁଖରୁ ବାଣୀ ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରିଅଛନ୍ତି, Viz kapitolaଓଡିଆ ବାଇବେଲ14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି, Viz kapitolaପବିତ୍ର ବାଇବଲ14 “ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି। Viz kapitola |