ପ୍ରେରିତ 22:25 - ପବିତ୍ର ବାଇବଲ (CL) NT (BSI)25 କିନ୍ତୁ ସେମାନେ ତାଙ୍କୁ ବାନ୍ଧିବା ସମୟରେ ପାଉଲ ସେଠାରେ ଉପସ୍ଥିତ ଜଣେ କର୍ମଚାରୀଙ୍କୁ କହିଲେ, “କୌଣସି ଅପରାଧରେ ଏ ପର୍ଯ୍ୟନ୍ତ ବିଚାରିତ ହୋଇ ନ ଥିବା ଜଣେ ରୋମୀୟ ନାଗରିକକୁ ଚାବୁକ୍ ପ୍ରହାର କରିବା କ’ଣ ଆଇନ୍ ସଙ୍ଗତ?” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେମାନେ ତାଙ୍କୁ କଶା ମାରିବା ପାଇଁ ବାନ୍ଧିଲା ଉତ୍ତାରେ ସେ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ? Viz kapitolaଓଡିଆ ବାଇବେଲ25 ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ? Viz kapitolaପବିତ୍ର ବାଇବଲ25 ସେମାନେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସେଠାରେ ଠିଆ ହୋଇଥିବା ଜଣେ ସେନା ଅଧିକାରୀଙ୍କୁ କହିଲେ, “ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହୋଇ ନାହିଁ, ତାହାକୁ କୋରଡ଼ା ମାରିବା କ’ଣ ଆଇନ ସଙ୍ଗତ ଅଟେ?” Viz kapitola |