ପ୍ରେରିତ 22:27 - ପବିତ୍ର ବାଇବଲ (CL) NT (BSI)27 ସୈନ୍ୟାଧ୍ୟକ୍ଷ ପାଉଲଙ୍କ ନିକଟକୁ ଯାଇ ପଚାରିଲେ, “ତୁମେ କ’ଣ ଜଣେ ରୋମୀୟ ନାଗରିକ?” ପାଉଲ ଉତ୍ତର ଦେଲେ, “ହଁ”। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ସହସ୍ରସେନାପତି ଆସି ତାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ, ହଁ। Viz kapitolaଓଡିଆ ବାଇବେଲ27 ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ ? ସେ କହିଲେ ହଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ। Viz kapitolaପବିତ୍ର ବାଇବଲ27 ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?” ପାଉଲ ଉତ୍ତର ଦେଲେ, “ହଁ।” Viz kapitola |