ପ୍ରେରିତ 22:4 - ପବିତ୍ର ବାଇବଲ (CL) NT (BSI)4 ମୁଁ ଏହି ମାର୍ଗ ଅନୁସରଣ କରୁଥିବା ଲୋକମାନଙ୍କ ଉପରେ ଅତ୍ୟାଚାର କରି ସେମାନଙ୍କୁ ପ୍ରାଣରେ ମାରି ଦେଉଥିଲି। ସ୍ତ୍ରୀ ପୁରୁଷ ସମସ୍ତଙ୍କୁ ବନ୍ଦୀ କରି କାରାଗାରରେ ନିକ୍ଷେପ କରୁଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି। Viz kapitolaଓଡିଆ ବାଇବେଲ4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି। Viz kapitolaପବିତ୍ର ବାଇବଲ4 ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। Viz kapitola |