ପ୍ରେରିତ 22:8 - ପବିତ୍ର ବାଇବଲ (CL) NT (BSI)8 ମୁଁ ପଚାରିଲି, ‘ପ୍ରଭୁ, ଆପଣ କିଏ? ସେ ମୋତେ କହିଲେ, ‘ତୁମେ ଯାହାଙ୍କୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ନାଜରିତର ଯୀଶୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ଉତ୍ତର ଦେଲି, ପ୍ରଭୋ, ଆପଣ କିଏ? ତେଣୁ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି। Viz kapitolaଓଡିଆ ବାଇବେଲ8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।” Viz kapitolaପବିତ୍ର ବାଇବଲ8 “ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’ Viz kapitola |