ପ୍ରେରିତ 23:1 - ପବିତ୍ର ବାଇବଲ (CL) NT (BSI)1 ପାଉଲ ମହାସଭା ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ! ଆଜି ପର୍ଯ୍ୟନ୍ତ ଈଶ୍ୱରଙ୍କ ସମ୍ମୁଖରେ ମୁଁ କି ପ୍ରକାର ଜୀବନ କାଟିଛି, ସେ ବିଷୟରେ ମୋର ବିବେକ ସଂପୂର୍ଣ୍ଣ ନିର୍ମଳ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭ୍ରାତୃବୃନ୍ଦ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ଵରଙ୍କ ସାକ୍ଷାତରେ ଆଚାରବ୍ୟବହାର କରି ଆସିଅଛି। Viz kapitolaଓଡିଆ ବାଇବେଲ1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି। Viz kapitolaପବିତ୍ର ବାଇବଲ1 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।” Viz kapitola |