ପ୍ରେରିତ 23:35 - ପବିତ୍ର ବାଇବଲ (CL) NT (BSI)35 ସେ କହିଲେ, “ତୁମର ଅଭିଯୋଗକାରୀମାନେ ପହଞ୍ଚିବା ପରେ ମୁଁ ତୁମ କଥା ଶୁଣିବି।” ତା’ପରେ ପାଉଲଙ୍କୁ ହେରୋଦଙ୍କ ରାଜପ୍ରାସାଦରେ ବନ୍ଦୀ କରି ରଖିବା ପାଇଁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ, ସେ ହେରୋଦଙ୍କ ପ୍ରାସାଦରେ ତାଙ୍କୁ ରଖିବା ନିମନ୍ତେ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା । ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ। Viz kapitola |