ପ୍ରେରିତ 24:21 - ପବିତ୍ର ବାଇବଲ (CL) NT (BSI)21 ଅବଶ୍ୟ ମୁଁ ଗୋଟଏ କଥା କରିଥିଲି: ସେମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ସମୟରେ ମୁଁ ଦୃଢ଼ଭାବେ କହିଥିଲି, ‘ମୃତମାନେ ପୁନର୍ଜୀବିତ ହେବେ ବୋଲି ମୁଁ ବିଶ୍ୱାସ କରିଥିବାରୁ ଆଜି ଆପଣମାନଙ୍କ ଦ୍ୱାରା ବିଚାରିତ ହେଉଛି’।” Viz kapitolaପବିତ୍ର ବାଇବଲ (Re-edited) - (BSI)21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ। Viz kapitolaଓଡିଆ ବାଇବେଲ21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ। Viz kapitolaପବିତ୍ର ବାଇବଲ21 ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋର୍ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁତ୍ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’” Viz kapitola |