ପ୍ରେରିତ 25:21 - ପବିତ୍ର ବାଇବଲ (CL) NT (BSI)21 କିନ୍ତୁ ପାଉଲ, ନିଜେ ସମ୍ରାଟ ତା’ର ମାମଲା ନିଷ୍ପତ୍ତି କରନ୍ତୁ ବୋଲି କହି ପ୍ରହରୀମାନଙ୍କ ଦ୍ୱାରା ସୁରକ୍ଷିତ ହେବା ପାଇଁ ଚାହିଁଲା। ତେଣୁ ସମ୍ରାଟଙ୍କ ପାଖକୁ ପଠାଇବା ପର୍ଯ୍ୟନ୍ତ ତାକୁ ବନ୍ଦୀ କରି ରଖିବା ପାଇଁ ମୁଁ ଆଦେଶ ଦେଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ପ୍ରାର୍ଥନା କରନ୍ତେ, ମୁଁ ତାକୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଜ୍ଞା ଦେଲି। Viz kapitolaଓଡିଆ ବାଇବେଲ21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି। Viz kapitolaପବିତ୍ର ବାଇବଲ21 କିନ୍ତୁ ପାଉଲ ବନ୍ଦୀଗୃହରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ୱାରା ବିଗ୍ଭର ହେବା ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବନ୍ଦୀଗୃହରେ ରହିବା ପାଇଁ ଆଦେଶ ଦେଲି।” Viz kapitola |