ପ୍ରେରିତ 25:5 - ପବିତ୍ର ବାଇବଲ (CL) NT (BSI)5 ଯଦି ସେ କିଛି ଦୋଷ କରିଛି, ତେବେ ତୁମର ନେତାମାନେ ମୋ’ ସହିତ ସିସେରିଆକୁ ଯାଆନ୍ତୁ ଓ ତା’ ବିରୁଦ୍ଧରେ ସେମାନଙ୍କ ଅଭିଯୋଗ ଉପସ୍ଥାପିତ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାʼର ବିରୁଦ୍ଧରେ ଅଭିଯୋଗ କରନ୍ତୁ। Viz kapitolaଓଡିଆ ବାଇବେଲ5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ। Viz kapitolaପବିତ୍ର ବାଇବଲ5 ତୁମ୍ଭମାନଙ୍କ ମଧ୍ୟରୁ କେତେକ ନେତା ମଧ୍ୟ ମୋ’ ସହିତ ଗ୍ଭଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତେବେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣନ୍ତୁ।” Viz kapitola |