ପ୍ରେରିତ 26:31 - ପବିତ୍ର ବାଇବଲ (CL) NT (BSI)31 ସେମାନେ ପ୍ରସ୍ଥାନ କଲାବେଳେ ପରସ୍ପରକୁ କହିଲେ, “ଏହି ଲୋକ ଏଭଳି କୌଣସି କାର୍ଯ୍ୟ କରିନାହିଁ, ଯାହା ପାଇଁ ସେ ମୃତ୍ୟୁଦଣ୍ଡ ପାଇବ ବା ବନ୍ଦୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନଯୋଗ୍ୟ କୌଣସି କର୍ମ କରି ନାହିଁ। Viz kapitolaଓଡିଆ ବାଇବେଲ31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ। Viz kapitolaପବିତ୍ର ବାଇବଲ31 ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।” Viz kapitola |