ପ୍ରେରିତ 26:5 - ପବିତ୍ର ବାଇବଲ (CL) NT (BSI)5 ମୁଁ ଯେ ପ୍ରଥମରୁ ଫାରୁଶୀ ନାମକ ଆମ ଧର୍ମର ସବୁଠାରୁ ନୈଷ୍ଠିକ ଦଳର ସଦସ୍ୟ ଥିଲି, ସେମାନେ ଏହା ଜାଣନ୍ତି ଏବଂ ଇଚ୍ଛା କଲେ, ସେମାନେ ଏ ବିଷୟରେ ସାକ୍ଷ୍ୟ ଦେଇପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି। Viz kapitolaଓଡିଆ ବାଇବେଲ5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି। Viz kapitolaପବିତ୍ର ବାଇବଲ5 ସେମାନେ ମୋତେ ବହୁତ ଦିନରୁ ଜାଣନ୍ତି। ସେମାନେ ଯଦି ଗ୍ଭହାନ୍ତି ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୂଶୀ ଥିଲି। ଯିହୂଦୀୟ ଧର୍ମ ବ୍ୟବସ୍ଥାକୁ ଫାରୂଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି। Viz kapitola |