ପ୍ରେରିତ 26:6 - ପବିତ୍ର ବାଇବଲ (CL) NT (BSI)6 ଈଶ୍ୱର ଆମ ପୂର୍ବପୁରୁଷମାନଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ, ସେଥିରେ ମୋର ଭରସା ଥିବା ହେତୁ ଆଜି ମୁଁ ଏଠାରେ ବିଚାରିତ ହେବା ପାଇଁ ଠିଆ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ଵର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି। Viz kapitolaଓଡିଆ ବାଇବେଲ6 ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି | Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି। Viz kapitolaପବିତ୍ର ବାଇବଲ6 ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମୋର ଆଜି ବିଗ୍ଭର ହେଉଛି। Viz kapitola |