Online Bible

- Reklamy -




ପ୍ରେରିତ 27:18 - ପବିତ୍ର ବାଇବଲ (CL) NT (BSI)

18 ଅବିରାମଭାବେ ପ୍ରଚଣ୍ଡ ଝଡ଼ ବହୁ ଥିବାରୁ ତହିଁ ଆର ଦିନ ସେମାନେ ଜାହାଜରୁ ମାଲପତ୍ର ପାଣିରେ ପକାଇ ଦେଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,

Viz kapitola kopírovat

ଓଡିଆ ବାଇବେଲ

18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ

18 ତହିଁ ଆରଦିନ ସେମାନେ ଝଡ଼ ପ୍ରବଳ ବେଗରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ରରେ ପକେଇ ଦେଲେ।

Viz kapitola kopírovat




ପ୍ରେରିତ 27:18

Následuj nás:

Reklamy


Reklamy