ପ୍ରେରିତ 27:20 - ପବିତ୍ର ବାଇବଲ (CL) NT (BSI)20 ଅନେକ ଦିନ ଧରି ଆମେ ସୂର୍ଯ୍ୟ କିମ୍ବା ତାରା ଦେଖିପାରିଲୁ ନାହିଁ ଓ ଅତି ପ୍ରଚଣ୍ଡ ବେଗରେ ପବନ ଅବିରତ ବହୁଥିଲା। ଶେଷରେ ଆମେ ରକ୍ଷା ପାଇବାରୁ ସବୁ ଆଶା ହରାଇଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା। Viz kapitolaଓଡିଆ ବାଇବେଲ20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା। Viz kapitolaପବିତ୍ର ବାଇବଲ20 ଆମ୍ଭେ ବହୁତ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚଣ୍ଡ ଝଡ଼ ବତାସର ବେଗ କମିଲା ନାହିଁ। ଆମ୍ଭେମାନେ ଜୀବନ ରକ୍ଷା କରିବାର ସମସ୍ତ ଆଶା ହରେଇ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ୟୁ ଘଟିବ। ଅନେକ ଦିନ ପର୍ଯ୍ୟନ୍ତ ଆମ୍ଭେମାନେ କେହି କିଛି ଖାଇ ନ ଥିଲୁ। Viz kapitola |