ପ୍ରେରିତ 27:35 - ପବିତ୍ର ବାଇବଲ (CL) NT (BSI)35 ଏହା କହି ପାଉଲ ଧନ୍ୟବାଦ ଦେଇ ରୋଟୀ ଭାଙ୍ଗି ଖାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେ ଏହିସବୁ କଥା କହି ରୋଟୀ ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ35 ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ35 ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ। Viz kapitola |