ପ୍ରେରିତ 28:11 - ପବିତ୍ର ବାଇବଲ (CL) NT (BSI)11 ଆଲେକ୍ଜାଣ୍ଡ୍ରିଆଠାରୁ ଆସିଥିବା “ଯୁଗ୍ମ ଦେବତା” ନାମକ ଗୋଟିଏ ଜାହାଜ ମାଲ୍ଟା ଦ୍ୱୀପରେ ଶୀତ ଋତୁ ଅତିବାହିତ କରିଥିଲା। ଦ୍ୱୀପରେ ତିନିମାସ ରହିବା ପରେ ଆମେ ସେହି ଜାହାଜରେ ବସି ପୁଣି ଯାତ୍ରା ଆରମ୍ଭ କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ଵୀପରେ ଶୀତକାଳ କଟାଇଥିଲା, ତାʼର ଚିହ୍ନ ମିଥୁନ। Viz kapitolaଓଡିଆ ବାଇବେଲ11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ। Viz kapitola |