ପ୍ରେରିତ 28:14 - ପବିତ୍ର ବାଇବଲ (CL) NT (BSI)14 ସେଠାରେ କେତେ ଜଣ ଖ୍ରୀଷ୍ଟ ବିଶ୍ୱାସୀଙ୍କର ଦେଖା ପାଇଲୁ। ସେମାନଙ୍କ ସହିତ ହପ୍ତାଏ କାଳ ରହିବା ପାଇଁ ସେମାନେ ଆମକୁ ଅନୁରୋଧ କଲେ। ଶେଷରେ ରୋମରେ ଯାଇ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହିପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ। Viz kapitolaଓଡିଆ ବାଇବେଲ14 ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଅମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ14 ସେଠାରେ ଆମ୍ଭେ କେତେକ ଭାଇମାନଙ୍କୁ ଭେଟିଲୁ। ସେମାନେ ଆମ୍ଭକୁ ସେଠାରେ ସାତ ଦିନ ରହିବାକୁ ଅନୁରୋଧ କଲେ। ତା'ପରେ ଆମ୍ଭେ ରୋମକୁ ଆସିଲୁ। Viz kapitola |