ପ୍ରେରିତ 28:18 - ପବିତ୍ର ବାଇବଲ (CL) NT (BSI)18 ମୋତେ ଜେରା କରିବା ପରେ ମୃତ୍ୟୁଦଣ୍ଡ ଭୋଗ କରିବା ପାଇଁ ମୁଁ କୌଣସି ଅପରାଧ କରି ନାହିଁ ବୋଲି ଜାଣିପାରି ରୋମୀୟମାନେ ମୋତେ ମୁକ୍ତ କରି ଦେବାକୁ ଚାହିଁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ତର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ; Viz kapitolaଓଡିଆ ବାଇବେଲ18 ସେମାନେ ମୋହର ବିଚାର କରି ମୋଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ; Viz kapitolaପବିତ୍ର ବାଇବଲ18 ରୋମୀୟମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ସେମାନେ ମୋ'ଠାରେ ମୃତ୍ୟୁଦଣ୍ଡ ଯୋଗ୍ୟ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସେମାନେ ମୋତେ ମୁକ୍ତ କରି ଦେବା ପାଇଁ ଗ୍ଭହିଁଲେ। Viz kapitola |