ପ୍ରେରିତ 28:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ପାଉଲ ନିଜେ ଆହତ ନ ହୋଇ, ସାପଟିକୁ ନିଅାଁ ଭିତରକୁ ଛିଞ୍ଚାଡ଼ି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସେ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ। Viz kapitolaଓଡିଆ ବାଇବେଲ5 କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ। Viz kapitolaପବିତ୍ର ବାଇବଲ5 ମାତ୍ର ପାଉଲ ହାତ ଛିଞ୍ଚାଡ଼ି ସାପଟିକୁ ନିଆଁରେ ଫିଙ୍ଗି ଦେଲେ। ଏଥିରେ ତା'ର କିଛି କ୍ଷତି ହେଲା ନାହିଁ। Viz kapitola |