ପ୍ରେରିତ 28:6 - ପବିତ୍ର ବାଇବଲ (CL) NT (BSI)6 ପାଉଲଙ୍କ ଦେହ ଫୁଲି ଉଠିବ କିମ୍ବା ସେ ପ୍ରାଣତ୍ୟାଗ କରି ତଳେ ପଡ଼ିଯିବେ ଭାବି, ସେମାନେ କିଛି ସମୟ ଅପେକ୍ଷା କଲେ। କିନ୍ତୁ ଅନେକ ସମୟ ଅପେକ୍ଷା କରି ଯେତେବେଳେ ଦେଖିଲେ ଯେ, ପାଉଲଙ୍କର କୌଣସି ଅନିଷ୍ଟ ହୋଇନାହିଁ, ସେମାନେ ମତ ବଦଳାଇ କହିଲେ, “ଏ ଜଣେ ଦେବତା!” Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଯେ ଫୁଲିଯିବେ କିମ୍ଵା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ଆପଣା ଆପଣା ମନ ବଦଳାଇ କହିଲେ, ଏ ଜଣେ ଦେବତା। Viz kapitolaଓଡିଆ ବାଇବେଲ6 ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା। Viz kapitolaପବିତ୍ର ବାଇବଲ6 ଲୋକେ ଆଶା କରିଥିଲେ ସେ ଫୁଲି ଯିବ ବା ତଳେ ପଡ଼ି ମରିଯିବ। କିନ୍ତୁ ବହୁତ ସମୟ ପରେ ମଧ୍ୟ ତାହାଙ୍କର କିଛି କ୍ଷତି ହେବାର ସେମାନେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସେମାନଙ୍କର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ୱର ବୋଲି ଭାବିଲେ। Viz kapitola |