ପ୍ରେରିତ 3:15 - ପବିତ୍ର ବାଇବଲ (CL) NT (BSI)15 ଯେ ଜୀବନର ପଥପ୍ରଦର୍ଶକ, ତୁମେ ତାଙ୍କୁ ବଧ କଲ; କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଆମେ ଏହାର ସାକ୍ଷୀ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Viz kapitolaଓଡିଆ ବାଇବେଲ15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Viz kapitolaପବିତ୍ର ବାଇବଲ15 ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ। Viz kapitola |