ପ୍ରେରିତ 3:17 - ପବିତ୍ର ବାଇବଲ (CL) NT (BSI)17 “ତେଣୁ ଭାଇମାନେ, ତୁମ୍ଭେମାନେ ଓ ତୁମ ନେତୃବର୍ଗ ଯୀଶୁଙ୍କ ପ୍ରତି ଯାହା କର, ତାହା ଅଜ୍ଞତାବଶତଃ କରିଛ - ଏହା ମୁଁ ଜାଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ। Viz kapitolaଓଡିଆ ବାଇବେଲ17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ। Viz kapitolaପବିତ୍ର ବାଇବଲ17 “ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭେମାନେ ମଧ୍ୟ କ’ଣ କରୁଛ, ତାହା ନ ବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ୟ କ’ଣ କରୁଅଛନ୍ତି, ତାହା ବୁଝିପାରି ନ ଥିଲେ। Viz kapitola |