ପ୍ରେରିତ 3:24 - ପବିତ୍ର ବାଇବଲ (CL) NT (BSI)24 ବର୍ତ୍ତମାନ ଯାହା ଘଟୁଅଛି, ସେହି ବିଷୟରେ ଶାମୁଏଲଙ୍କ ସମେତ ସବୁ ଭବିଷ୍ୟତ୍ବକ୍ତାମାନେ ବାର୍ତ୍ତା ପ୍ରଚାର କରି କହିଥିଲେ ଓ ତାଙ୍କର ପରବର୍ତ୍ତୀ ଭବିଷ୍ୟତ୍ବକ୍ତାମାନେ ମଧ୍ୟ ଏହି ବିଷୟ ଘୋଷଣା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ହଁ, ଶାମୁୟେଲ ଓ ତାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହିକାଳର ବିଷୟ ପ୍ରଚାର କରିଅଛନ୍ତି। Viz kapitolaଓଡିଆ ବାଇବେଲ24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି Viz kapitolaପବିତ୍ର ବାଇବଲ24 “ହଁ, ଶାମୁୟେଲ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟରେ ଘୋଷଣା କରିଛନ୍ତି। Viz kapitola |