ପ୍ରେରିତ 4:14 - ପବିତ୍ର ବାଇବଲ (CL) NT (BSI)14 କିନ୍ତୁ ସେମାନେ ବିରୋଧ କରି କିଛି କହିପାରିଲେ ନାହିଁ; କାରଣ ସେମାନେ ସୁସ୍ଥ ହୋଇଥିବା ଲୋକଟିକୁ ପିତର ଓ ଯୋହନଙ୍କ ସହିତ ଛିଡ଼ା ହୋଇଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟିକି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Viz kapitola |