ପ୍ରେରିତ 4:21 - ପବିତ୍ର ବାଇବଲ (CL) NT (BSI)21 କିନ୍ତୁ ମହାସଭା ସେମାନଙ୍କୁ ଆହୁରି ଦୃଢ଼ ଧମକ ଦେଇ ମୁକ୍ତ କରିଦେଲେ। ସେମାନଙ୍କୁ ଦଣ୍ଡ ଦେବା ଅସମ୍ଭବ ବୋଲି ସେମାନେ ଜାଣିପାରିଲେ, କାରଣ ସେହି ଅସାଧାରଣ ଘଟଣା ହେତୁ ଲୋକମାନେ ସମସ୍ତେ ଈଶ୍ୱରଙ୍କର ଧନ୍ୟବାଦ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ତ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକସମସ୍ତେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,, Viz kapitolaଓଡିଆ ବାଇବେଲ21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, Viz kapitola |