ପ୍ରେରିତ 4:22 - ପବିତ୍ର ବାଇବଲ (CL) NT (BSI)22 ଯେଉଁ ଲୋକ ଆଶ୍ଚର୍ଯ୍ୟଭାବେ ସୁସ୍ଥତା ଲାଭ କରିଥିଲା, ତା’ର ବୟସ ଚାଳିଶ ବର୍ଷରୁ ଅଧିକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ଵ ଥିଲା। Viz kapitolaଓଡିଆ ବାଇବେଲ22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା। Viz kapitolaପବିତ୍ର ବାଇବଲ22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା। Viz kapitola |