ପ୍ରେରିତ 4:3 - ପବିତ୍ର ବାଇବଲ (CL) NT (BSI)3 ତେଣୁ ସେମାନେ ଉକ୍ତ ଦୁଇଜଣ ପ୍ରେରିତ ଶିଷ୍ୟଙ୍କୁ ଗିରଫ କଲେ ଓ ସେଦିନ ବହୁ ବିଳମ୍ବ ସେମାନଙ୍କୁ ବନ୍ଦୀଶାଳାରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନେ ସେମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। Viz kapitolaଓଡିଆ ବାଇବେଲ3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। Viz kapitolaପବିତ୍ର ବାଇବଲ3 ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ। Viz kapitola |