ପ୍ରେରିତ 4:7 - ପବିତ୍ର ବାଇବଲ (CL) NT (BSI)7 ଶିଷ୍ୟମାନଙ୍କୁ ସେମାନଙ୍କ ସମ୍ମୁଖକୁ ଅଣାଇ ପ୍ରଶ୍ନ କଲେ, “ତୁମେ ଏହାସବୁ କିପରି କରୁଛ? କାହା ଶକ୍ତିରେ ବା କାହା ନାମରେ ଏହା କରୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ପ୍ରେରିତମାନଙ୍କୁ ମଧ୍ୟସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? Viz kapitolaଓଡିଆ ବାଇବେଲ7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? Viz kapitolaପବିତ୍ର ବାଇବଲ7 ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?” Viz kapitola |