ପ୍ରେରିତ 5:1 - ପବିତ୍ର ବାଇବଲ (CL) NT (BSI)1 ହନନୀୟ ନାମକ ଜଣେ ଲୋକ ଓ ତା’ର ସ୍ତ୍ରୀ ଶଫୀରା ସେମାନଙ୍କର ସମ୍ପତ୍ତି ବିକ୍ରୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ ହନନୀୟ ନାମକ ଜଣେ ବ୍ୟକ୍ତି ଆପଣା ଭାର୍ଯ୍ୟା ଶଫୀରାର ସମ୍ମତିରେ କିଛି ସମ୍ପତ୍ତି ବିକ୍ରୟ କଲା, Viz kapitolaଓଡିଆ ବାଇବେଲ1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ। Viz kapitolaପବିତ୍ର ବାଇବଲ1 ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ। Viz kapitola |