ପ୍ରେରିତ 5:2 - ପବିତ୍ର ବାଇବଲ (CL) NT (BSI)2 କିନ୍ତୁ ସ୍ତ୍ରୀର ସମ୍ପତ୍ତି ନେଇ ହନନୀୟ ବିକ୍ରୀଲବ୍ଧ ଧନର କିଛି ଅଂଶ ନିଜ ପାଇଁ ରଖି, ବଳକାତକ ପ୍ରେରିତ ଶିଷ୍ୟମାନଙ୍କୁ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା। Viz kapitolaଓଡିଆ ବାଇବେଲ2 ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା। Viz kapitolaପବିତ୍ର ବାଇବଲ2 ସେ ତା’ ସ୍ତ୍ରୀକୁ ଜଣାଇ ତା'ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା। Viz kapitola |