Online Bible

- Reklamy -




ପ୍ରେରିତ 5:30 - ପବିତ୍ର ବାଇବଲ (CL) NT (BSI)

30 ତୁମ୍ଭେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟକବିଦ୍ଧ କରି ମାରି ଦେବା ପରେ, ଆମ ପୂର୍ବପୁରୁଷମାନଙ୍କର ଈଶ୍ୱର, ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି।

Viz kapitola kopírovat




ପ୍ରେରିତ 5:30

Následuj nás:

Reklamy


Reklamy