Online Bible

- Reklamy -




ପ୍ରେରିତ 6:13 - ପବିତ୍ର ବାଇବଲ (CL) NT (BSI)

13 ତା’ପରେ ସେମାନେ ତାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବା ପାଇଁ କେତେକ ଲୋକଙ୍କୁ ଭିତରକୁ ଆଣିଲେ। ସେମାନେ କହିଲେ, “ଏହି ବ୍ୟକ୍ତି ସବୁବେଳେ ଆମର ପବିତ୍ର ମନ୍ଦିର ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ପ୍ରଚାର କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ବ୍ୟବସ୍ଥା ବିରୁଦ୍ଧରେ କଥା କହିବାରୁ କ୍ଷା; ହେଉ ନାହିଁ,

Viz kapitola kopírovat

ଓଡିଆ ବାଇବେଲ

13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,

Viz kapitola kopírovat

ପବିତ୍ର ବାଇବଲ

13 ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ।

Viz kapitola kopírovat




ପ୍ରେରିତ 6:13

Následuj nás:

Reklamy


Reklamy