ପ୍ରେରିତ 7:20 - ପବିତ୍ର ବାଇବଲ (CL) NT (BSI)20 ଏହି ସମୟରେ ମୋଶା ଜନ୍ମ ହେଲେ। ସେ ଥିଲେ ଗୋଟିଏ ଅତି ସୁନ୍ଦର ଶିଶୁ। ଘରେ ତିନିମାସ ପର୍ଯ୍ୟନ୍ତ ସେ ପାଳିତ ହେଲେ Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଦିବ୍ୟ ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ। Viz kapitolaଓଡିଆ ବାଇବେଲ20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ। Viz kapitolaପବିତ୍ର ବାଇବଲ20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା। Viz kapitola |