ପ୍ରେରିତ 7:31 - ପବିତ୍ର ବାଇବଲ (CL) NT (BSI)31 ମୋଶା ଏହା ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହେଲେ, ଆଉ ଟିକିଏ ଭଲ କରି ଦେଖିବା ପାଇଁ ବୁଦା ନିକଟକୁ ଗଲେ। କିନ୍ତୁ ସେ ପ୍ରଭୁଙ୍କର ବାଣୀ ଶୁଣିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)31 ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା, Viz kapitolaଓଡିଆ ବାଇବେଲ31 ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା, Viz kapitolaପବିତ୍ର ବାଇବଲ31 ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ: Viz kapitola |