ପ୍ରେରିତ 7:37 - ପବିତ୍ର ବାଇବଲ (CL) NT (BSI)37 ମୋଶା ନିଜେ ଇଶ୍ରାୟେଲର ଲୋକମାନଙ୍କୁ କହିଥିଲେ, ‘ଈଶ୍ୱର ମୋତେ ଯେପରି ପଠାଇଲେ, ସେପରି ତୁମ୍ଭମାନଙ୍କ ନିକଟକୁ ଜଣେ ଭାବବାଦୀ ପଠାଇବେ - ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ। Viz kapitolaଓଡିଆ ବାଇବେଲ37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ। Viz kapitolaପବିତ୍ର ବାଇବଲ37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’ Viz kapitola |