ପ୍ରେରିତ 7:41 - ପବିତ୍ର ବାଇବଲ (CL) NT (BSI)41 ସେ ସମୟରେ ସେଠାରେ ସେମାନେ ଏକ ବାଛୁରୀର ପ୍ରତିମା ତିଆରି କଲେ ଓ ତା’ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ। ପୁଣି ନିଜେ ତିଆରି କରିଥିବା ସେହି ପ୍ରତିମାର ସମ୍ମାନାର୍ଥେ ଏକ ଭୋଜି ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଆଉ, ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। Viz kapitola |