ପ୍ରେରିତ 7:54 - ପବିତ୍ର ବାଇବଲ (CL) NT (BSI)54 ମହାସଭାର ସଦସ୍ୟମାନେ ସ୍ତିଫାନଙ୍କ ଭାଷଣ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ, ତାଙ୍କ ପ୍ରତି ରାଗରେ ଦାନ୍ତ ରଗଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଏହିସମସ୍ତ କଥା ଶୁଣି ସେମାନେ ମର୍ମାହତ ହେଲେ, ପୁଣି ତାଙ୍କ ପ୍ରତି ଦା; କଡ଼ମଡ଼ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ। Viz kapitola |