ପ୍ରେରିତ 7:57 - ପବିତ୍ର ବାଇବଲ (CL) NT (BSI)57 ଚିକ୍ରାର କରି ମହାସଭାର ସଦସ୍ୟମାନେ ଏହି କଥା ନ ଶୁଣିବାକୁ କାନରେ ହାତ ଦେଲେ। ତା’ପରେ ସେମାନେ ଏକଜୁଟ ହୋଇ ତାଙ୍କ ଆଡ଼କୁ ମାଡ଼ି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)57 କିନ୍ତୁ ସେମାନେ ଉଚ୍ଚସ୍ଵରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ, ଆଉ ଏକଯୋଗରେ ତାଙ୍କ ଉପରେ ମାଡ଼ିପଡ଼ିଲେ, Viz kapitolaଓଡିଆ ବାଇବେଲ57 କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, Viz kapitolaପବିତ୍ର ବାଇବଲ57 ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋର୍ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। Viz kapitola |