ପ୍ରେରିତ 8:11 - ପବିତ୍ର ବାଇବଲ (CL) NT (BSI)11 ସେହି ଗୁଣି ବିଦ୍ୟା ବଳରେ ଅନେକ ଦିନ ଧରି ସେ ଶମିରୋଣୀୟମାନଙ୍କୁ ତା’ର ଅନୁଗତ କରି ରଖିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା। Viz kapitolaଓଡିଆ ବାଇବେଲ11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା। Viz kapitolaପବିତ୍ର ବାଇବଲ11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁଗ୍ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। Viz kapitola |