ପ୍ରେରିତ 8:18 - ପବିତ୍ର ବାଇବଲ (CL) NT (BSI)18 ଶିମୋନ ଦେଖିଲା ଯେ, ପ୍ରେରିତ ଶିଷ୍ୟମାନେ ବିଶ୍ୱାସୀମାନଙ୍କ ଉପରେ ହାତ ରଖିବାରୁ ସେମାନେ ପବିତ୍ରଆତ୍ମା ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, Viz kapitolaଓଡିଆ ବାଇବେଲ18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, Viz kapitolaପବିତ୍ର ବାଇବଲ18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, Viz kapitola |