ପ୍ରେରିତ 8:22 - ପବିତ୍ର ବାଇବଲ (CL) NT (BSI)22 ତେଣୁ ତୁମର ଏହି ମନ୍ଦ ପରିକଳ୍ପନା ପାଇଁ ଅନୁତାପ କର, ଏପରି ବିଷୟ ଚିନ୍ତା କରିଥିବାରୁ ପ୍ରଭୁ ଯେପରି କ୍ଷମା କରିବେ, ସେଥିପାଇଁ ପ୍ରଭୁଙ୍କୁ ପ୍ରାର୍ଥନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; Viz kapitolaଓଡିଆ ବାଇବେଲ22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ; Viz kapitolaପବିତ୍ର ବାଇବଲ22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। Viz kapitola |