ପ୍ରେରିତ 8:27 - ପବିତ୍ର ବାଇବଲ (CL) NT (BSI)27-28 ସେତେବେଳେ ଇଥିଓପିଆ ସାମ୍ରାଜ୍ଞୀଙ୍କ ରାଜକୋଷ ଦାୟିତ୍ୱତରେ ଥିବା ଇଥିଓପିଆର ଜଣେ ନପୁଂସକ କର୍ମଚାରୀ ତାଙ୍କ ଗୃହକୁ ଫେରୁଥିଲେ। ସେ ଈଶ୍ୱରଙ୍କୁ ଉପାସନା କରିବା ପାଇଁ ଯିରୂଶାଲମକୁ ଯାଇଥିଲେ ଓ ତାଙ୍କ ରଥରେ ବସି ଘରକୁ ଫେରୁଥିଲେ। ସେ ରଥରେ ଫେରିବା ସମୟରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ପାଠ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ; Viz kapitolaଓଡିଆ ବାଇବେଲ27 ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ; Viz kapitolaପବିତ୍ର ବାଇବଲ27 ଫିଲିପ୍ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ। Viz kapitola |