ପ୍ରେରିତ 8:30 - ପବିତ୍ର ବାଇବଲ (CL) NT (BSI)30 ଫିଲିପ୍ପ ଦୌଡ଼ି ଦୌଡ଼ି ଗଲେ ଓ ସେହି କର୍ମଚାରୀଙ୍କୁ ଭାବବାଦୀଙ୍କ ପୁସ୍ତକ ପାଠ କରୁଥିବା ଶୁଣିଲେ। ସେ ତାଙ୍କୁ ପଚାରିଲେ, “ଆପଣ ଯାହା ପଢ଼ୁଛନ୍ତି, ତାହା ବୁଝିପାରୁଛନ୍ତି କି?” Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି? Viz kapitolaଓଡିଆ ବାଇବେଲ30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି? Viz kapitolaପବିତ୍ର ବାଇବଲ30 ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?” Viz kapitola |