ପ୍ରେରିତ 8:35 - ପବିତ୍ର ବାଇବଲ (CL) NT (BSI)35 ଫିଲିପ୍ପ ଧର୍ମଶାସ୍ତ୍ରର ଏହି ଅଂଶରୁ ଆରମ୍ଭ କରି ଯୀଶୁଙ୍କ ବିଷୟରେ ଲିଖିତ ସମସ୍ତ ଶୁଭବାର୍ତ୍ତା ତାଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ। Viz kapitolaଓଡିଆ ବାଇବେଲ35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ। Viz kapitolaପବିତ୍ର ବାଇବଲ35 ତା'ପରେ ଫିଲିପ୍ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ। Viz kapitola |