ପ୍ରେରିତ 9:16 - ପବିତ୍ର ବାଇବଲ (CL) NT (BSI)16 ମୋ’ ପାଇଁ ସେ ଯେଉଁସବୁ କ୍ଳେଶ ଭୋଗ କରିବ, ମୁଁ ନିଜେ ତାକୁ ଜଣାଇବି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖ ଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା। Viz kapitolaଓଡିଆ ବାଇବେଲ16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।” Viz kapitolaପବିତ୍ର ବାଇବଲ16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।” Viz kapitola |